Deuteronomy 4:39 — Compare Translations
5 translations compared side by side
Odia - 1840
"ଏଥିପାଇଁ ତୁମ୍ଭମାନେେ ଆଜି ଏହା ଚିନ୍ତା ଓ ହୃଦଯଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ବର ହିଁ ସ୍ବର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କହେି ନକ୍ସ୍ଟ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ଵସ୍ଥ ସ୍ଵର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ଵର ଅଟନ୍ତି, ଅନ୍ୟ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଥିପାଇଁ ତୁମ୍ଭେମାନେ ଆଜି ଏହା ଚିନ୍ତା ଓ ହୃଦୟଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ୱର ହିଁ ସ୍ୱର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କେହି ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଉର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।