Deuteronomy 4:40 — Compare Translations

5 translations compared side by side

Odia - 1840
"ସେଥିପାଇଁ ତୁମ୍ଭମାନେେ ବ୍ଯବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଗଂଳ ହବେ,ଏବଂ ତକ୍ସ୍ଟମ୍ଭମାନେ ସହେି ଭୂମିରେ ଦିର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେ ଯେ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କଲି, ତାହା ପାଳନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତୁମ୍ଭେମାନେ ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁଁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଙ୍ଗଳ ହେବ, ଏବଂ ତୁମ୍ଭେମାନେ ସେହି ଭୂମିରେ ଦୀର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।
Odia IRV 2017 (ଓଡିଆ ବାଇବେଲ)