Deuteronomy 4:41 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ୟର୍ଦ୍ଦନ ନଦୀର ପୂର୍ବ ଦିଗ ରେ ତିନୋଟି ନଗର ସଂରକ୍ଷଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସୁରକ୍ଷା ସହରଗୁଡ଼ିକୁ ବାଛିଲେ ଏହା ପରେ ମୋଶା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ତିନୋଟି ନଗର ସଂରକ୍ଷଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।