Deuteronomy 4:42 — Compare Translations
5 translations compared side by side
Odia - 1840
"ଯେପରି କହେି ଆପଣା ପ୍ରତିବେଶୀକକ୍ସ୍ଟ ପୂର୍ବେ ହିଂସା ନ କରି ଅଜ୍ଞାତ ସାର ରେ ହତ୍ଯା କଲେ, ସେ ତହିଁ ମଧ୍ଯରକ୍ସ୍ଟ କୌଣସି ଏକ ନଗରକକ୍ସ୍ଟ ପଳାଇ ବଞ୍ଚିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି କେହି ଆପଣା ପ୍ରତିବାସୀକି ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚି ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତ ସାରରେ ହତ୍ୟା କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ।
Odia IRV 2017 (ଓଡିଆ ବାଇବେଲ)
ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚି ପାରେ।