Deuteronomy 4:43 — Compare Translations
5 translations compared side by side
Odia - 1840
"ଯଥା ରୂବନେୀଯମାନଙ୍କ ନିମନ୍ତେ ପଦାଭୂମିସ୍ଥ ପ୍ରାନ୍ତର ରେ ବେତ୍ସର, ଗାଦୀଯମାନଙ୍କ ନିମନ୍ତେ ରାମାେତ୍ ଆଉ ମନଃଶୀଯମାନଙ୍କ ନିମନ୍ତେ ବାଶନ ରେ ଗୋଲନ୍"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍; ଆଉ ମନଃଶୀୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଯଥା ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥ ପ୍ରାନ୍ତରରେ ବେତ୍ସର, ଗାଦୀୟମାନଙ୍କ ନିମନ୍ତେ ରାମୋତ୍ ଆଉ ମନଃଶୀୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍।
Odia IRV 2017 (ଓଡିଆ ବାଇବେଲ)
ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍।