Deuteronomy 4:44 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ଇଶ୍ରାୟେଲୀୟ ସନ୍ତାନଗଣର ସମ୍ମକ୍ସ୍ଟଖ ରେ ଏହି ପରମେଶ୍ବରଙ୍କ ବ୍ଯବସ୍ଥା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ବ୍ୟବସ୍ଥାର ପରିଚୟ ଏହା ପରେ ମୋଶା ଇସ୍ରାଏଲୀୟ ସନ୍ତାନଗଣର ସମ୍ମୁଖରେ ଏହି ପରମେଶ୍ୱରଙ୍କ ବ୍ୟବସ୍ଥା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;