Deuteronomy 4:45 — Compare Translations

5 translations compared side by side

Odia - 1840
"ଏହିସବୁ ପ୍ରମାଣିତ ବାକ୍ଯ, ନିଯମ, ବ୍ଯବସ୍ଥା ଯାହାକି ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ଦେଲେ, ଯେତବେେଳେ ମିଶରରକ୍ସ୍ଟ ବାହାରି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବୈତ୍ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍ବୋନ୍ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣକୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ପ୍ରମାଣିତ ବାକ୍ୟ, ନିୟମ, ବ୍ୟବସ୍ଥା ଯାହାକି ମୋଶା ଇସ୍ରାଏଲର ଲୋକମାନଙ୍କୁ ଦେଲେ, ଯେତେବେଳେ ମିଶରରୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।