Deuteronomy 4:48 — Compare Translations

5 translations compared side by side

Odia - 1840
"ଏହିଦେଶ ଅରୋଯରଠାେରକ୍ସ୍ଟ ଅର୍ନୋନ ଉପତ୍ୟକା ଧା ରେ ଧା ରେ ସିୟୋନ ପର୍ୟ୍ଯନ୍ତ ଅର୍ଥାତ ହର୍ମୋଣ ନାମକ ପର୍ବତ ପର୍ୟ୍ଯନ୍ତ ବିସ୍ତୃତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଅର୍ଣ୍ଣୋନ ଉପତ୍ୟକା-ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦେଶ ଅରୋୟେରଠାରୁ ଅର୍ଣ୍ଣୋନ ଉପତ୍ୟକା ଧାରେ ଧାରେ ସିୟୋନ ପର୍ଯ୍ୟନ୍ତ ଅର୍ଥାତ ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ବିସ୍ତୃତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍‍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ଅର୍ଣ୍ଣୋନ ଉପତ୍ୟକା-ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍‍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,