Deuteronomy 4:49 — Compare Translations
5 translations compared side by side
Odia - 1840
"ଏବଂ ଅସଦେୋଦ୍ ପିସ୍ଗାର ଅଧଃସ୍ଥିତ ପଦା ଭୂମିରେ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ୟର୍ଦ୍ଦନ ପୂର୍ବ ପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅସ୍ଦୋଦ୍-ପିସ୍ଗାର ଅଧଃସ୍ଥିତ ପଦାଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଅସେଦୋଦ୍ ପିସ୍ଗାର ଅଧଃସ୍ଥିତ ପଦା ଭୂମିରେ ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ ପୂର୍ବ ପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।