Deuteronomy 4:5 — Compare Translations
5 translations compared side by side
Odia - 1840
"ହିଁ ଦେଖ, ସଦାପ୍ରଭୁ ମାରେ ପରମେଶ୍ବର ମାେତେ ଯେପରି ଆଜ୍ଞା ଦେଲେ, ମୁ ସହେି ବ୍ଯବସ୍ଥାସବୁ ଶିକ୍ଷା ଦଲେି। ମୁ ତୁମ୍ଭମାନଙ୍କୁ ସହେିପରି ବ୍ଯବସ୍ଥା ଓ ବିଧି ଶିକ୍ଷା ଦଇେଅଛି, ଯେପରି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସହେି ଦେଶ ରେ ତୁମ୍ଭମାନେେ ସମାନଙ୍କେ ଅନକ୍ସ୍ଟସା ରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁ ମୋହର ପରମେଶ୍ଵର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ତଦନୁସାରେ ବ୍ୟବହାର କରିବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।