Deuteronomy 4:6 — Compare Translations

5 translations compared side by side

Odia - 1840
"ତେଣୁ ଏହି ବ୍ଯବସ୍ଥାସବୁ ପାଳନ କର ଏବଂ ସଗେକ୍ସ୍ଟଡିକ ଅଭ୍ଯାସ କର କାରଣ ବହକ୍ସ୍ଟତ ଦେଶମାନଙ୍କ ମଧିଅରେ ଏହା ତୁମ୍ଭର ଜ୍ଞାନ ଓ ବକ୍ସ୍ଟଝାମଣା ହବେ। ଏହି ବ୍ଯବସ୍ଥା ଶକ୍ସ୍ଟଣିଲାପରେ ସମାନେେ କହିବେ ଯେ, 'ଇଶ୍ରାୟେଲୀୟ ଲୋକମାନେ ମହାନ ଲୋକ ଯେଉଁମାନେ ଜ୍ଞାନୀ ଏବଂ ବକ୍ସ୍ଟଝାମଣା ଶକ୍ତି ଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ତାହାସବୁ ପାଳ ଓ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ଵରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, ଏହି ମହାଗୋଷ୍ଠୀ ନିତା; ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏହି ବ୍ୟବସ୍ଥାସବୁ ପାଳନ କର ଏବଂ ସେଗୁଡ଼ିକ ଅଭ୍ୟାସ କର କାରଣ ବହୁତ ଦେଶମାନଙ୍କ ମଧ୍ୟରେ ଏହା ତୁମ୍ଭର ଜ୍ଞାନ ଓ ବୁଝାମଣା ହେବ। ଏହି ବ୍ୟବସ୍ଥା ଶୁଣିଲାପରେ ସେମାନେ କହିବେ ଯେ, ‘ଇସ୍ରାଏଲୀୟ ଲୋକମାନେ ମହାନ ଲୋକ ଯେଉଁମାନେ ଜ୍ଞାନୀ ଏବଂ ବୁଝାମଣା ଶକ୍ତି ଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ତାହାସବୁ ପାଳନ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ୱରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, “ଏହି ମହାଗୋଷ୍ଠୀ ନିତାନ୍ତ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ତାହାସବୁ ପାଳନ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ୱରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, ଏହି ମହାଗୋଷ୍ଠୀ ନିତାନ୍ତ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି।