Deuteronomy 4:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ସ୍ମରଣ ରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହକ୍ସ୍ଟଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀଯମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ଵର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ସ୍ମରଣରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀୟମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?