Deuteronomy 4:8 — Compare Translations

5 translations compared side by side

Odia - 1840
"ଯେଉଁସବୁ ଯଥାର୍ଥା ବିଧି ଓ ବ୍ଯବସ୍ଥା ଯେପରି ଶିକ୍ଷା ଆଦି ଦଇେଅଛି, ତାହା ତକ୍ସ୍ଟଲ୍ଯ କୌଣସି ଜାତିଗଣ ମଧିଅରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁସବୁ ଯଥାର୍ଥା ବିଧି ଓ ବ୍ୟବସ୍ଥା ଯେପରି ଶିକ୍ଷା ଆଦି ଦେଇଅଛି, ତାହା ତୁଲ୍ୟ କୌଣସି ଜାତିଗଣ ମଧ୍ୟରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?
Odia IRV 2017 (ଓଡିଆ ବାଇବେଲ)
ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?