Deuteronomy 4:9 — Compare Translations

5 translations compared side by side

Odia - 1840
"କିନ୍ତୁ ସାବଧାନ ହକ୍ସ୍ଟଅ। ନିଶ୍ଚିତ ରୂପେ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭମାନେେ ଦେଖିଥିବା କାର୍ଯଗୁଡିକ କଦାପି ଭକ୍ସ୍ଟଲିବ ନାହିଁ। ତୁମ୍ଭମାନେେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତକ୍ସ୍ଟଣୀମାନଙ୍କୁ ସଗେକ୍ସ୍ଟଡିକ ଶିକ୍ଷା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯନିପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଯାବଜ୍ଜୀବନ ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସାବଧାନ ହୁଅ। ନିଶ୍ଚିତ ରୂପେ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଦେଖିଥିବା କାର୍ଯ୍ୟଗୁଡ଼ିକ କଦାପି ଭୁଲିବ ନାହିଁ। ତୁମ୍ଭେମାନେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତୁଣୀମାନଙ୍କୁ ସେଗୁଡ଼ିକ ଶିକ୍ଷା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।
Odia IRV 2017 (ଓଡିଆ ବାଇବେଲ)
କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ।