Deuteronomy 5:1 — Compare Translations

5 translations compared side by side

Odia - 1840
"ମାଶାେ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ଡାକି ଏକତ୍ରିତ କଲେ ଏବଂ ସମାନଙ୍କେୁ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ଶକ୍ସ୍ଟଣ ମୁ ତୁମ୍ଭକୁ ସଦାପ୍ରଭୁଙ୍କର ବ୍ଯବସ୍ଥା ଓ ବିଧି ସବୁ କହକ୍ସ୍ଟଅଛି। ଏହି ବିଧିସବୁ ଗ୍ରହଣ କର ଓ ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ ଓ ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦଶ ଆଜ୍ଞା ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି ଏକତ୍ରିତ କଲେ ଏବଂ ସେମାନଙ୍କୁ କହିଲେ, “ହେ ଇସ୍ରାଏଲୀୟ ଲୋକମାନେ ଶୁଣ, ମୁଁ ତୁମ୍ଭକୁ ସଦାପ୍ରଭୁଙ୍କର ବ୍ୟବସ୍ଥା ଓ ବିଧି ସବୁ କହୁଅଛି। ଏହି ବିଧିସବୁ ଗ୍ରହଣ କର ଓ ପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।