Deuteronomy 5:10 — Compare Translations
5 translations compared side by side
Odia - 1840
"କିନ୍ତୁ ଯେଉଁମାନେ ଆମ୍ଭକକ୍ସ୍ଟ ପ୍ ରମେ କରନ୍ତି, ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସମାନଙ୍କେର ସହସ୍ର ପୁରୁଷ ପର୍ୟ୍ଯନ୍ତ ଦୟା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁମାନେ ଆମ୍ଭକୁ ପ୍ରେମ କରନ୍ତି, ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।