Deuteronomy 5:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ମୂଲ୍ଯହୀନ ଉଦ୍ଦେଶ୍ଯ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ନାମ ନବେ ନାହିଁ। ଯଦି କୌଣସି ଲୋକ ମୂଲ୍ଯହୀନ ଉଦ୍ଦେଶ୍ଯ ରେ ତାଙ୍କର ନାମନିଏ, ସଦାପ୍ରଭୁ ତାଙ୍କୁ ନିରପରାଧି ବୋଲି ବିବଚେନା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ନାମ ଘେନିବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ଘେନେ, ସଦାପ୍ରଭୁ ତାହାକୁ ନିରପରାଧ କରି ଗଣନା କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
‘ତୁମ୍ଭେ ମୂଲ୍ୟହୀନ ଉଦ୍ଦେଶ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନାମ ନେବ ନାହିଁ। ଯଦି କୌଣସି ଲୋକ ମୂଲ୍ୟହୀନ ଉଦ୍ଦେଶ୍ୟରେ ତାଙ୍କର ନାମନିଏ, ସଦାପ୍ରଭୁ ତାଙ୍କୁ ନିରପରାଧୀ ବୋଲି ବିବେଚନା କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।