Deuteronomy 5:12 — Compare Translations

5 translations compared side by side

Odia - 1840
"ବିଶ୍ରାମ ଦିନକକ୍ସ୍ଟ ସଦାପ୍ରଭୁଙ୍କର ଉର୍ଦ୍ଧିଷ୍ଟ ଦିନରୂପେ ପାଲନ କରିବ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଆଦେଶ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର ।
Odia Bible ERV 2004 (ପବିତ୍ର ବାଇବଲ)
‘ବିଶ୍ରାମ ଦିନକୁ ସଦାପ୍ରଭୁଙ୍କର ଉଦ୍ଧିଷ୍ଟ ଦିନରୂପେ ପାଳନ କରିବ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଆଦେଶ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମବାର ପାଳନ କରି ପବିତ୍ର କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର।