Deuteronomy 5:14 — Compare Translations

5 translations compared side by side

Odia - 1840
"କିନ୍ତୁ ସଲ୍ଗମ ଦିନଟି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ, ତହିଁରେ ତୁମ୍ଭେ କି ତୁମ୍ଭର ପକ୍ସ୍ଟତ୍ର କି ତୁମ୍ଭର କନ୍ଯା କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗଧ କି ତୁମ୍ଭର କୌଣସି ପଶକ୍ସ୍ଟ, କି ତୁମ୍ଭର ନଗର ଦ୍ବାରାବର୍ତ୍ତୀ ବିଦେଶୀ, କହେି କୌଣସି କାର୍ୟ୍ଯ କରିବେ ନାହିଁ। ତହିଁରେ ତୁମ୍ଭର ଦାସ ଓ ଦାସୀ ତକ୍ସ୍ଟମ୍ଭପରି ବିଶ୍ରାମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସପ୍ତମ ଦିନଟି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ, ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗଧ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବେ ନାହିଁ। ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭପରି ବିଶ୍ରାମ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।