Deuteronomy 5:15 — Compare Translations

5 translations compared side by side

Odia - 1840
"ଏକଥା ତୁମ୍ଭେ ଭକ୍ସ୍ଟଲିବ ନାହିଁ ଯେ ତୁମ୍ଭମାନେେ ମିଶର ରେ, ଏକଦା ଦାସ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ପରାକ୍ରାନ୍ତ ହସ୍ତଦ୍ବାରା ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତକଲେ। ଏହି ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭମାନଙ୍କୁ ଆଜ୍ଞା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ପରାକ୍ରା; ହସ୍ତ ଓ ବିସ୍ତାରିତ ବାହୁ ଦ୍ଵାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏକଥା ତୁମ୍ଭେ ଭୁଲିବ ନାହିଁ ଯେ ତୁମ୍ଭେମାନେ ମିଶରରେ, ଏକଦା ଦାସ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପରାକ୍ରାନ୍ତ ହସ୍ତଦ୍ୱାରା ତୁମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ମୁକ୍ତକଲେ। ଏହି ହେତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବିଶ୍ରାମ ଦିନ ପାଳନାର୍ଥେ ତୁମ୍ଭମାନଙ୍କୁ ଆଜ୍ଞା ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମବାର ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି।