Deuteronomy 5:16 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ପିତାମାତାଙ୍କୁ ସମ୍ମାନ କର। ଏପରି କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦଇେଛନ୍ତି। ଯଦି ତୁମ୍ଭମାନେେ ଏହି ଆଦେଶ ପାଳନ କର, ତବେେ ତୁମ୍ଭମାନଙ୍କର ପରମାଯକ୍ସ୍ଟ ଦୀର୍ଘ୍ଯାଯକ୍ସ୍ଟ ହବେ ଓ ସହେି ଦେଶ ରେ ତୁମ୍ଭମାନଙ୍କର ମଙ୍ଗଳ ହବେ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ,,ଓ ମଙ୍ଗଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
‘ତୁମ୍ଭମାନଙ୍କର ପିତାମାତାଙ୍କୁ ସମ୍ମାନ କର। ଏପରି କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ତୁମ୍ଭେମାନେ ଏହି ଆଦେଶ ପାଳନ କର, ତେବେ ତୁମ୍ଭମାନଙ୍କର ପରମାୟୁ ଦୀର୍ଘାୟୁ ହେବ ଓ ସେହି ଦେଶରେ ତୁମ୍ଭମାନଙ୍କର ମଙ୍ଗଳ ହେବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।