Deuteronomy 5:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ହାରେବେ ରେ ଆମ୍ଭମାନଙ୍କ ସହିତ ଗୋଟିଏ ନିଯମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।