Deuteronomy 5:22 — Compare Translations
5 translations compared side by side
Odia - 1840
"ମାଶାେ କହିଲେ, ସଦାପ୍ରଭୁ ପର୍ବତ ରେ ଅଗ୍ନି ଓ ମେଘ ଓ ଘାରେ ଅନ୍ଧାର ମଧ୍ଯରକ୍ସ୍ଟ ତୁମ୍ଭମାନଙ୍କର ସମସ୍ତ ସମାଜପ୍ରତି ଏହି ସମସ୍ତ ବାକ୍ଯ ଉଚ୍ଚସ୍ବର ରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦକ୍ସ୍ଟଇଖଣ୍ତ ପ୍ରସ୍ତର ପଟା ରେ ଲେଖି ମାେତେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ଵରରେ କହିଲେ, ଆଉ କିଛି କହିଲେ ନାହିଁ । ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପରମେଶ୍ୱରଙ୍କୁ ଭୟ କରୁଥିଲେ ମୋଶା କହିଲେ, “ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ୱରରେ କହିଲେ, “ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।”