Deuteronomy 5:23 — Compare Translations

5 translations compared side by side

Odia - 1840
"ମାତ୍ର ପ୍ରର୍ବତ ଅଗ୍ନି ରେ ଜଳିବା ସମୟରେ ତୁମ୍ଭମାନେେ ଅନ୍ଧକାର ମଧ୍ଯରକ୍ସ୍ଟ ଶଦ୍ଦ ଶୁଣିଲେ। ଏହାପରେ ତୁମ୍ଭମାନଙ୍କର ଗୋଷ୍ଠୀର ମକ୍ସ୍ଟଖ୍ଯ ଓ ପ୍ରଚୀନ ମାେ ନିକଟକକ୍ସ୍ଟ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପର୍ବତ ଅଗ୍ନିରେ ଜ୍ଵଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼନିକଟକୁ ଆସିଲ;
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ପର୍ବତ ଅଗ୍ନିରେ ଜଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ଶବ୍ଦ ଶୁଣିଲ। ଏହା ପରେ ତୁମ୍ଭମାନଙ୍କର ଗୋଷ୍ଠୀର ମୁଖ୍ୟ ଓ ପ୍ରାଚୀନ ମୋ’ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼ ନିକଟକୁ ଆସିଲ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋ’ ନିକଟକୁ ଆସିଲ;