Deuteronomy 5:24 — Compare Translations

5 translations compared side by side

Odia - 1840
"ସମାନେେ କହିଲେ, ଦେଖ, 'ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି। ଆଉ ଆମ୍ଭମାନେେ ଅଗ୍ନି ମଧ୍ଯରକ୍ସ୍ଟ ତାହାଙ୍କ ବାକ୍ଯ ଶକ୍ସ୍ଟଣିଅଛକ୍ସ୍ଟ। ଆମ୍ଭମାନେେ ଆଜି ଦେଖିଲକ୍ସ୍ଟ ପରମେଶ୍ବର ମନକ୍ସ୍ଟଷ୍ଯ ସହିତ କଥା କହିଲେ ହେଁ ସେ ବଞ୍ଚିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ କହିଲ, ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଲୁ ଯେ, ପରମେଶ୍ଵର ମନୁଷ୍ୟ ସହିତ କଥା କହିଲେ ହେଁ ସେ ବଞ୍ଚିପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, ଦେଖ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି। ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ବାକ୍ୟ ଶୁଣିଅଛୁ। ଆମ୍ଭେମାନେ ଆଜି ଦେଖିଲୁ ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ହେଁ ସେ ବଞ୍ଚିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ କହିଲ, “ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।”