Deuteronomy 5:25 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ଆମ୍ଭମାନେେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯ ଅଧିକ ଶକ୍ସ୍ଟଣକ୍ସ୍ଟ, ତା ନ ହେଲେ ଆମ୍ଭମାନେେ ମୃତକ୍ସ୍ଟ୍ଯବରଣ କରିବକ୍ସ୍ଟ। ସହେି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ବଂସ କରିବ। ଆମ୍ଭମାନେେ ମରିବାକକ୍ସ୍ଟ ଚାହକ୍ସ୍ଟଁ ନାହକ୍ସ୍ଟଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେମାନେ ଏବେ କିହେତୁ ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ଆମ୍ଭେମାନେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ଅଧିକ ଶୁଣୁ, ତା’ ନ ହେଲେ ଆମ୍ଭେମାନେ ମୃତ୍ୟୁବରଣ କରିବୁ। ସେହି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ୱଂସ କରିବ। ଆମ୍ଭେମାନେ ମରିବାକୁ ଗ୍ଭହୁଁ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।