Deuteronomy 5:26 — Compare Translations
5 translations compared side by side
Odia - 1840
"ଅଗ୍ନି ମଧ୍ଯରକ୍ସ୍ଟ ଜୀବନ୍ତ ପରମେଶ୍ବର କାହିବାର କହେି ଶକ୍ସ୍ଟଣି ନାହାନ୍ତି। ଯେପରି ଆମ୍ଭମାନେେ ଶକ୍ସ୍ଟଣିଛକ୍ସ୍ଟ ଓ ବଞ୍ଚିଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ଵରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଅଗ୍ନି ମଧ୍ୟରୁ ଜୀବନ୍ତ ପରମେଶ୍ୱର କହିବାର କେହି ଶୁଣି ନାହାନ୍ତି। ଯେପରି ଆମ୍ଭେମାନେ ଶୁଣିଛୁ ଓ ବଞ୍ଚିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?