Deuteronomy 5:27 — Compare Translations
5 translations compared side by side
Odia - 1840
"ହେ ମାଶାେ ୟାଅ ଓ ଶକ୍ସ୍ଟଣ, ଯାହାସବୁ ସଦାପ୍ରଭୁ ଆମ୍ଭର ପରମେଶ୍ବର କହନ୍ତି ଏବଂ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କଠାରକ୍ସ୍ଟ ଯାହା ଶକ୍ସ୍ଟଣିଛକ୍ସ୍ଟ, ତାହା ଆମ୍ଭମାନଙ୍କୁ କକ୍ସ୍ଟହ ଏବଂ ଆମ୍ଭମାନେେ ତାହା ପାଳନ କରିବକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋଶା ଯାଅ ଓ ଶୁଣ, ଯାହାସବୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର କହନ୍ତି ଏବଂ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କଠାରୁ ଯାହା ଶୁଣିଛ, ତାହା ଆମ୍ଭମାନଙ୍କୁ କୁହ ଏବଂ ଆମ୍ଭେମାନେ ତାହା ପାଳନ କରିବୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।