Deuteronomy 5:28 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମାେତେ ଯେତବେେଳେ ଏପରି କହିଲ, ସେତବେେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସହେି ବାକ୍ଯର କଥା ଶକ୍ସ୍ଟଣି ମାେତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଛନ୍ତି ଆମ୍ଭେ ସହେି କଥା ଶକ୍ସ୍ଟଣିଅଛକ୍ସ୍ଟ। ସମାନେେ ଯାହା କହିଛନ୍ତି ଭଲ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା କଲେ “ତୁମ୍ଭେମାନେ ମୋତେ ଯେତେବେଳେ ଏପରି କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର କଥା ଶୁଣି ମୋତେ କହିଲେ, ‘ଏହି ଲୋକମାନେ ତୁମ୍ଭକୁ ଯାହା କହିଛନ୍ତି ଆମ୍ଭେ ସେହି କଥା ଶୁଣିଅଛୁ। ସେମାନେ ଯାହା କହିଛନ୍ତି ଭଲ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ‘ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, “ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।