Deuteronomy 5:29 — Compare Translations

5 translations compared side by side

Odia - 1840
"ଆମ୍ଭେ ଚାହକ୍ସ୍ଟଁ ତାଙ୍କର ଭାବନାର ପରିବର୍ତ୍ତନ ଘଟକ୍ସ୍ଟ। ଆମ୍ଭେ ଚାହକ୍ସ୍ଟଁ ସମାନେେ ହୃଦଯତାର ସହକା ରେ ଆମ୍ଭକକ୍ସ୍ଟ ସମ୍ମାନ କରି ଆମ୍ଭର ବାକ୍ଯ ପାଳନ କରନ୍ତକ୍ସ୍ଟ। ଏହାପରେ ସମାନଙ୍କେର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳିନ ମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତାଣ!
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!
Odia IRV 2017 (ଓଡିଆ ବାଇବେଲ)
ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!