Deuteronomy 5:30 — Compare Translations
5 translations compared side by side
Odia - 1840
"'ତୁମ୍ଭେ ୟାଇ ସମାନଙ୍କେୁ କକ୍ସ୍ଟହ ଯେ ତୁମ୍ଭମାନେେ ନିଜ ନିଜ ତମ୍ବୁକକ୍ସ୍ଟ ଫରେିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ଵୁକୁ ଫେରି ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ ତୁମ୍ଭେମାନେ ନିଜ ନିଜ ତମ୍ବୁକୁ ଫେରିଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରିଯାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରି ଯାଅ।