Deuteronomy 5:31 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭେ ଏହି ସ୍ଥାନ ରେ ମାେ ନିକଟରେ ଠିଆ ହକ୍ସ୍ଟଅ। ମୁ ତୁମ୍ଭକୁ ଆଜ୍ଞା, ନିଯମ ଏବଂ ଶାସନସବୁ କହିବି, ମୁ ସମାନଙ୍କେୁ ସମାନଙ୍କେର ଅଧିକାର ଦବେି। ଯାହାକି ତୁମ୍ଭେ ସମାନଙ୍କେୁ ଶିକ୍ଷା ଦବୋ ଉଚିତ୍ ଏବଂ ସମାନେେ ସହେି ଦେଶ ରେ ତାହା ମାନିବା ଉଚିତ୍।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ; ତାହାସବୁ ଆମ୍ଭେ ତୁମ୍ଭକୁ କହିବା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ଏହି ସ୍ଥାନରେ ମୋ’ ନିକଟରେ ଠିଆ ହୁଅ। ମୁଁ ତୁମ୍ଭକୁ ଆଜ୍ଞା, ନିୟମ ଏବଂ ଶାସନସବୁ କହିବି, ମୁଁ ସେମାନଙ୍କୁ ସେମାନଙ୍କର ଅଧିକାର ଦେବି। ଯାହାକି ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ଉଚିତ୍ ଏବଂ ସେମାନେ ସେହି ଦେଶରେ ତାହା ମାନିବା ଉଚିତ୍।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।