Deuteronomy 5:32 — Compare Translations
5 translations compared side by side
Odia - 1840
"ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଯେପରି ଆଜ୍ଞା ଦଇେଛନ୍ତି, ସହେିପରି ଭାବରେ ପାଳନ କରିବାପାଇଁ ମନୋୟୋଗ କରିବେ। ତୁମ୍ଭମାନେେ ତହିଁର ଦକ୍ଷିଣା ରେ କି ବାମ ରେ ଫରେିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଛନ୍ତି, ସେହିପରି ଭାବରେ ପାଳନ କରିବା ପାଇଁ ମନୋଯୋଗ କରିବେ। ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।