Deuteronomy 5:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପର୍ବତ ରେ ଅଗ୍ନିମଧ୍ଯରକ୍ସ୍ଟ ତୁମ୍ଭମାନଙ୍କ ସହିତ ମକ୍ସ୍ଟହାଁ ମକ୍ସ୍ଟହିଁ କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁହାଁମୁହିଁ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।