Deuteronomy 5:6 — Compare Translations
5 translations compared side by side
Odia - 1840
"ଯେ ଦାସ୍ଯଗୃହ ସ୍ବରୂପ ମିଶର ଦେଶରକ୍ସ୍ଟ ତୁମ୍ଭକୁ ଦାସରକ୍ସ୍ଟ ମକ୍ସ୍ଟକ୍ତ କଲେ। ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଦାସ୍ୟଗୃହ ସ୍ୱରୂପ ମିଶର ଦେଶରୁ ତୁମ୍ଭକୁ ଦାସରୁ ମୁକ୍ତ କଲେ। ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।