Deuteronomy 5:8 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ନିଶ୍ଚିତ ନିଜ ପାଇଁ କୌଣସି ପ୍ରତିମୂର୍ତ୍ତି ତିଆରି କରିବ ନାହିଁ, ଯାହା ତୁମ୍ଭମାନେେ ସ୍ବର୍ଗ ରେ, ମର୍ତ୍ତ ରେ ଓ ପାଣି ଭିତ ରେ ଦେଖକ୍ସ୍ଟଛ। ତୁମ୍ଭମାନେେ ସଗେକ୍ସ୍ଟଡିକର କୌଣସି ପ୍ରତିମୂର୍ତ୍ତି ତିଆରି କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ) ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ନିଶ୍ଚିତ ନିଜ ପାଇଁ କୌଣସି ପ୍ରତିମୂର୍ତ୍ତି ତିଆରି କରିବ ନାହିଁ, ଯାହା ତୁମ୍ଭେମାନେ ସ୍ୱର୍ଗରେ, ମର୍ତ୍ତ୍ୟରେ ଓ ପାଣି ଭିତରେ ଦେଖୁଛ। ତୁମ୍ଭେମାନେ ସେଗୁଡ଼ିକର କୌଣସି ପ୍ରତିମୂର୍ତ୍ତି ତିଆରି କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।