Deuteronomy 5:9 — Compare Translations
5 translations compared side by side
Odia - 1840
"ତକ୍ସ୍ଟମ୍ଭମାନେ ସମାନଙ୍କେର ପୂଜା କରିବ ନାହିଁ, କି ସମାନଙ୍କେର ସବୋ କରିବ ନାହିଁ। ଯେ ହତେକ୍ସ୍ଟ ଆମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସ୍ବ ଗୌରବ ରକ୍ଷଣ ରେ ଉଦ୍ୟୋଗୀ ପରମେଶ୍ବର ଅଟକ୍ସ୍ଟ। ଯେଉଁମାନେ ଆମ୍ଭକକ୍ସ୍ଟ ଘୃଣା କରନ୍ତି, ଆମ୍ଭେ ସମାନଙ୍କେର ତୃତୀୟ ଓ ଚତକ୍ସ୍ଟର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳ ଦାତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ । ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେମାନଙ୍କର ପୂଜା କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ। ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭକୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳ ଦାତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;