Deuteronomy 6:1 — Compare Translations

5 translations compared side by side

Odia - 1840
"ଏହିସବୁ ଆଜ୍ଞା, ବ୍ଯବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦବୋପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମାେତେ କହିଲେ। ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସଦେି ଦେଶ ରେ ତୁମ୍ଭମାନେେ ଏହି ବ୍ଯବସ୍ଥା ପାଳନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆଜ୍ଞା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଦା ପରମେଶ୍ୱରଙ୍କୁ ପ୍ରେମ କର ଓ ତାଙ୍କର ଆଜ୍ଞା ପାଳନ କର “ଏହିସବୁ ଆଜ୍ଞା, ବ୍ୟବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦେବା ପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମୋତେ କହିଲେ। ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେଦି ଦେଶରେ ତୁମ୍ଭେମାନେ ଏହି ବ୍ୟବସ୍ଥା ପାଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।