Deuteronomy 6:10 — Compare Translations
5 translations compared side by side
Odia - 1840
"ତକ୍ସ୍ଟମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ନିକଟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦବୋପାଇଁ ପ୍ରତିଜ୍ଞା କରିଥିଲେ। ସଦାପ୍ରଭୁ ଏହି ଦେଶକକ୍ସ୍ଟ ତୁମ୍ଭମାନଙ୍କୁ ଆଣିବେ ଏବଂ ନଗରଗକ୍ସ୍ଟଡିକ ସହିତ ଏହା ତୁମ୍ଭମାନଙ୍କୁ ଦବେେ, ଯେଉଁଗକ୍ସ୍ଟଡିକ ତୁମ୍ଭମାନେେ ନିର୍ମାଣ କରିନାହିଁ ଏବଂ ଯେଉଁଗକ୍ସ୍ଟଡିକ ବୃହତ ଓ ସକ୍ସ୍ଟନ୍ଦର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ଗାନ୍ଥି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସଦାପ୍ରଭୁ ଏହି ଦେଶକୁ ତୁମ୍ଭମାନଙ୍କୁ ଆଣିବେ ଏବଂ ନଗରଗୁଡ଼ିକ ସହିତ ଏହା ତୁମ୍ଭମାନଙ୍କୁ ଦେବେ, ଯେଉଁଗୁଡ଼ିକ ତୁମ୍ଭେମାନେ ନିର୍ମାଣ କରି ନାହଁ ଏବଂ ଯେଉଁଗୁଡ଼ିକ ବୃହତ ଓ ସୁନ୍ଦର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,