Deuteronomy 6:11 — Compare Translations
5 translations compared side by side
Odia - 1840
"ଉତ୍ତମ ସାମଗ୍ରି ରେ ପରିପୂର୍ଣ ଗୃହସବୁ ଯାହା ତୁମ୍ଭେ ପୂର୍ଣ କରିନାହିଁ, କୂଅସବୁ ଯାହା ତୁମ୍ଭେ ଖାେଳିଲ ନାହିଁ, ଦ୍ରାକ୍ଷାକ୍ଷେତ୍ର ଓ ଜିତବୃକ୍ଷ ଯାହାକକ୍ସ୍ଟ ତୁମ୍ଭମାନେେ ରୋପଣ କଲ ନାହିଁ, ସଗେକ୍ସ୍ଟଡିକ ତୁମ୍ଭମାନେେ ଭୋଗକରି ତୃଲ୍ଗ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ସାମଗ୍ରୀରେ ପରିପୂର୍ଣ୍ଣ ଗୃହସବୁ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, କୂଅସବୁ ଯାହା ତୁମ୍ଭେ ଖୋଳିଲ ନାହିଁ, ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ଯାହାକୁ ତୁମ୍ଭେମାନେ ରୋପଣ କଲ ନାହିଁ, ସେଗୁଡ଼ିକ ତୁମ୍ଭେମାନେ ଭୋଗ କରି ତୃପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,
Odia IRV 2017 (ଓଡିଆ ବାଇବେଲ)