Deuteronomy 6:12 — Compare Translations
5 translations compared side by side
Odia - 1840
" ସେତବେେଳେ ତୁମ୍ଭମାନେେ ନିଶ୍ଚିତ ସାବଧାନ ହବୋ ଉଚିତ୍ ଯେ, ୟିଏ ତୁମ୍ଭମାନଙ୍କୁ ଦାସ୍ଯଗୃହରୂପ ମିଶରରକ୍ସ୍ଟ ମକ୍ସ୍ଟକ୍ତ କରି ଆଣିଛନ୍ତି। ତୁମ୍ଭମାନେେ ସହେି ସଦାପ୍ରଭୁଙ୍କୁ ଭୂଲିୟାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହ ରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସେତେବେଳେ ତୁମ୍ଭେମାନେ ନିଶ୍ଚିତ ସାବଧାନ ହେବା ଉଚିତ୍ ଯେ, ଯିଏ ତୁମ୍ଭମାନଙ୍କୁ ଦାସ୍ୟଗୃହରୂପ ମିଶରରୁ ମୁକ୍ତ କରି ଆଣିଛନ୍ତି। ତୁମ୍ଭେମାନେ ସେହି ସଦାପ୍ରଭୁଙ୍କୁ ଭୂଲିଯାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।