Deuteronomy 6:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସବୋ କରିବ ଓ ତାହାଙ୍କ ନାମ ରେ ଶପଥ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।