Deuteronomy 6:14 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଅନ୍ୟ ଦବଗେଣର, ତୁମ୍ଭମାନଙ୍କ ଚତକ୍ସ୍ଟର୍ଦ୍ଦିଗସ୍ଥ ଅନ୍ୟ ଦେଶୀଯ ଲୋକଙ୍କ ଦବଗେଣର ପଶ୍ଚାଦଗାମୀ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍ଗାମୀ ହେବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚା‌ଦ୍‌ଗାମୀ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍‍ଗାମୀ ହେବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍‍ଗାମୀ ହେବ ନାହିଁ;