Deuteronomy 6:15 — Compare Translations
5 translations compared side by side
Odia - 1840
"ତକ୍ସ୍ଟମ୍ଭମାନେ ଯଦି ଏପରି କର, ସଦାପ୍ରଭୁଙ୍କର କୋରଧ ତକ୍ସ୍ଟମ୍ଭ ପ୍ରତିକୂଳ ରେ ପ୍ରଜ୍ବଳିତ ହବେ ଓ ସେ ଦେଶରକ୍ସ୍ଟ ତୁମ୍ଭକୁ ବିନାଶ କରବେ। କାରଣ ତକ୍ସ୍ଟମ୍ଭ ମଧିଅରେ ଥିବା ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣାର ମହିମା ବଜାଯ ରଖିବା ପାଇଁ ଇର୍ଷାପରାଯଣ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ଵଳିତ ହେବ ଓ ସେ ଭୂମଣ୍ତଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ଏପରି କର, ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଦେଶରୁ ତୁମ୍ଭକୁ ବିନାଶ କରିବେ। କାରଣ ତୁମ୍ଭ ମଧ୍ୟରେ ଥିବା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ମହିମା ବଜାୟ ରଖିବା ପାଇଁ ଈର୍ଷାପରାୟଣ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।