Deuteronomy 6:17 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ତକ୍ସ୍ଟମ୍ଭପ୍ରତି ଆବିଷ୍ଟ ସମସ୍ତ ଆଜ୍ଞା ଓ ତାହାଙ୍କ ଶିକ୍ଷା ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା ଓ ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯନିପୂର୍ବକ ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା ଓ ତାହାଙ୍କ ଶିକ୍ଷା ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।