Deuteronomy 6:18 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ନ୍ଯାଯ ଓ ଉତ୍ତମ ତୁମ୍ଭେ ତାହା କରିବ, ତହିଁରେ ତୁମ୍ଭର ମଙ୍ଗଳ ହବେ ଓ ତୁମ୍ଭମାନେେ ଆସିବ ଓ ଉତ୍ତମ ଭୂମି ଅଧିକାର କରିବ ଯାହାକି ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷମାନଙ୍କଠା ରେ ପ୍ରତିଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ ତୁମ୍ଭେ ତାହା କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଆସିବ ଓ ଉତ୍ତମ ଭୂମି ଅଧିକାର କରିବ ଯାହାକି ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,