Deuteronomy 6:19 — Compare Translations
5 translations compared side by side
Odia - 1840
"ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଦୂପ କରି ଦବେେ, ଯେ ରୂପେ ସେ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦେଶ ବିଷୟରେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ତୁମ୍ଭେ ସେହି ଉତ୍ତମ ଦେଶରେ ପ୍ରବେଶ କରି ତାହା ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଦୂର କରି ଦେବେ, ଯେ ରୂପେ ସେ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦେଶ ବିଷୟରେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ତୁମ୍ଭେ ସେହି ଉତ୍ତମ ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦେଶ ବିଷୟରେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ତୁମ୍ଭେ ସେହି ଉତ୍ତମ ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।