Deuteronomy 6:2 — Compare Translations

5 translations compared side by side

Odia - 1840
"ଏହା ଏପରି ଅଟେ ଯେ, ତୁମ୍ଭମାନେେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତକ୍ସ୍ଟଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିଯମ ପାଳନ କରିବା ପାଇଁ ମୁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘ ପରମାୟୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଏପରି ଅଟେ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତୁଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିୟମ ପାଳନ କରିବା ପାଇଁ ମୁଁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।