Deuteronomy 6:20 — Compare Translations
5 translations compared side by side
Odia - 1840
"ଭବିଷ୍ଯତ ରେ ଯଦି ତୁମ୍ଭର ସନ୍ତାନମାନେ ତୁମ୍ଭକୁ ପଚାରିଲେ, 'ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା, ବିଧି ଓ ଶାସନ ଦଇେଛନ୍ତି, ସେସବୁର ଅଭିପ୍ରାଯ କ'ଣ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ? ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ କାର୍ଯ୍ୟ ବିଷୟରେ ତୁମ୍ଭର ସନ୍ତାନମାନଙ୍କୁ ଶିକ୍ଷା ଦିଅ “ଭବିଷ୍ୟତରେ ଯଦି ତୁମ୍ଭର ସନ୍ତାନମାନେ ତୁମ୍ଭକୁ ପଗ୍ଭରିବେ, ‘ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଦେଇଛନ୍ତି, ସେସବୁର ଅଭିପ୍ରାୟ କ’ଣ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ?” ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,