Deuteronomy 6:21 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆପଣା ସନ୍ତାନମାନଙ୍କୁ କହିବ, 'ଆମ୍ଭମାନେେ ମିଶର ରେ ଫାରୋର ବନ୍ଧାଦାସ ଥିଲକ୍ସ୍ଟ, ପକ୍ସ୍ଟଣି ସଦାପ୍ରଭୁ ବଳବାନ୍ ହସ୍ତଦ୍ବାରା ଆମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାରକରି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ସନ୍ତାନକୁ କହିବ, ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆପଣା ସନ୍ତାନମାନଙ୍କୁ କହିବ, ‘ଆମ୍ଭେମାନେ ମିଶରରେ ଫାରୋର ବନ୍ଧାଦାସ ଥିଲୁ, ପୁଣି ସଦାପ୍ରଭୁ ବଳବାନ୍ ହସ୍ତଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାରକରି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ସନ୍ତାନକୁ କହିବ, ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;